1
ଗୀତସଂହିତା 41:1
ପବିତ୍ର ବାଇବଲ (Re-edited) - (BSI)
ODIAOV-BSI
ଯେଉଁ ଜନ ଦୀନହୀନ ନିମନ୍ତେ ଚିନ୍ତା କରଇ, ସେ ଧନ୍ୟ; ସଦାପ୍ରଭୁ ଦୁର୍ଦ୍ଦଶା ଦିନରେ ତାହାକୁ ଉଦ୍ଧାର କରିବେ।
Compare
Explore ଗୀତସଂହିତା 41:1
2
ଗୀତସଂହିତା 41:3
ସେ ବ୍ୟାଧିଶଯ୍ୟାଗତ ହେଲେ, ସଦାପ୍ରଭୁ ତାହାକୁ ଧରି ରଖିବେ; ତୁମ୍ଭେ ପୀଡ଼ା ସମୟରେ ତାହାର ସମସ୍ତ ଶଯ୍ୟା ପରିବର୍ତ୍ତନ କରୁଅଛ।
Explore ଗୀତସଂହିତା 41:3
3
ଗୀତସଂହିତା 41:12
ତୁମ୍ଭେ ମୋʼ ସରଳତାରେ ମୋତେ ଧରି ରଖୁଅଛ।
Explore ଗୀତସଂହିତା 41:12
4
ଗୀତସଂହିତା 41:4
ମୁଁ କହିଲି, ହେ ସଦାପ୍ରଭୋ, ମୋʼ ପ୍ରତି ଦୟା କର; ମୋʼ ପ୍ରାଣକୁ ସୁସ୍ଥ କର; କାରଣ ମୁଁ ତୁମ୍ଭ ବିରୁଦ୍ଧରେ ପାପ କରିଅଛି।
Explore ଗୀତସଂହିତା 41:4