1
ଗୀତସଂହିତା 44:8
ପବିତ୍ର ବାଇବଲ (Re-edited) - (BSI)
ODIAOV-BSI
ଆମ୍ଭେମାନେ ଦିନଯାକ ପରମେଶ୍ଵରଙ୍କଠାରେ ଦର୍ପ କରିଅଛୁ ଓ ଅନନ୍ତକାଳ ତୁମ୍ଭ ନାମର ଧନ୍ୟବାଦ କରିବା। [ସେଲା
Compare
Explore ଗୀତସଂହିତା 44:8
2
ଗୀତସଂହିତା 44:6-7
ଯେହେତୁ ମୁଁ ଆପଣା ଧନୁରେ ନିର୍ଭର କରିବି ନାହିଁ, କିଅବା ମୋʼ ଖଡ଼୍ଗ ମୋତେ ଉଦ୍ଧାର କରିବ ନାହିଁ। ମାତ୍ର ତୁମ୍ଭେ ଆମ୍ଭମାନଙ୍କ ବିପକ୍ଷଗଣଠାରୁ ଆମ୍ଭମାନଙ୍କୁ ଉଦ୍ଧାର କରିଅଛ ଓ ଆମ୍ଭମାନଙ୍କ ଘୃଣାକାରୀମାନଙ୍କୁ ଲଜ୍ଜିତ କରିଅଛ।
Explore ଗୀତସଂହିତା 44:6-7
3
ଗୀତସଂହିତା 44:26
ଆମ୍ଭମାନଙ୍କ ସାହାଯ୍ୟ ନିମନ୍ତେ ଉଠ ଓ ଆପଣା ସ୍ନେହପୂର୍ଣ୍ଣ କରୁଣା ସକାଶୁ ଆମ୍ଭମାନଙ୍କୁ ମୁକ୍ତ କର।
Explore ଗୀତସଂହିତା 44:26