1
ଗୀତସଂହିତା 45:7
ପବିତ୍ର ବାଇବଲ (Re-edited) - (BSI)
ODIAOV-BSI
ତୁମ୍ଭେ ଧର୍ମକୁ ପ୍ରେମ ଓ ଦୁଷ୍ଟତାକୁ ଘୃଣା କରିଅଛ; ଏହେତୁ ପରମେଶ୍ଵର, ତୁମ୍ଭର ପରମେଶ୍ଵର, ତୁମ୍ଭର ମିତ୍ରଗଣ ଅପେକ୍ଷା ତୁମ୍ଭକୁ ଅଧିକ ଆନନ୍ଦରୂପ ତୈଳରେ ଅଭିଷିକ୍ତ କରିଅଛନ୍ତି।
Compare
Explore ଗୀତସଂହିତା 45:7
2
ଗୀତସଂହିତା 45:6
ହେ ପରମେଶ୍ଵର, ତୁମ୍ଭର ସିଂହାସନ ଅନନ୍ତକାଳ-ସ୍ଥାୟୀ; ତୁମ୍ଭର ରାଜଦଣ୍ତ ନ୍ୟାୟଦଣ୍ତ ଅଟେ।
Explore ଗୀତସଂହିତା 45:6
3
ଗୀତସଂହିତା 45:17
ମୁଁ ସକଳ ପୁରୁଷପରମ୍ପରାରେ ତୁମ୍ଭ ନାମ ସ୍ମରଣ କରାଇବି; ଏହେତୁ ଗୋଷ୍ଠୀସମୂହ ଅନନ୍ତକାଳ ତୁମ୍ଭର ଧନ୍ୟବାଦ କରିବେ।
Explore ଗୀତସଂହିତା 45:17