1
ଗୀତସଂହିତା 46:10
ପବିତ୍ର ବାଇବଲ (Re-edited) - (BSI)
ODIAOV-BSI
କ୍ଷା; ହୁଅ, ଆମ୍ଭେ ପରମେଶ୍ଵର ଅଟୁ, ଏହା ଜାଣ; ଆମ୍ଭେ ଦେଶୀୟମାନଙ୍କ ମଧ୍ୟରେ ଉନ୍ନତ ହେବୁ, ଆମ୍ଭେ ପୃଥିବୀରେ ଉନ୍ନତ ହେବୁ।
Compare
Explore ଗୀତସଂହିତା 46:10
2
ଗୀତସଂହିତା 46:1-2
ପରମେଶ୍ଵର ଆମ୍ଭମାନଙ୍କର ଆଶ୍ରୟ ଓ ବଳ, ଦୁର୍ଦ୍ଦଶାକାଳରେ ଅତି ନିକଟବର୍ତ୍ତୀ ସହାୟ। ଏଥିପାଇଁ ପୃଥିବୀ ପରିବର୍ତ୍ତିତ ହେଲେ ହେଁ ଓ ପର୍ବତଗଣ ସମୁଦ୍ର ମଧ୍ୟରେ ବିଚଳିତ ହେଲେ ହେଁ
Explore ଗୀତସଂହିତା 46:1-2
3
ଗୀତସଂହିତା 46:4-5
ନଦୀ ଗୋଟିଏ ଅଛି, ତହିଁର ସ୍ରୋତସମୂହ ପରମେଶ୍ଵରଙ୍କ ନଗରକୁ, ସର୍ବୋପରିସ୍ଥଙ୍କ ଆବାସର ପବିତ୍ରସ୍ଥାନକୁ ଆନନ୍ଦିତ କରେ। ପରମେଶ୍ଵର ତହିଁର ମଧ୍ୟବର୍ତ୍ତୀ; ତାହା ବିଚଳିତ ହେବ ନାହିଁ। ପରମେଶ୍ଵର ଅତି ପ୍ରଭାତରେ ତାହାର ସାହାଯ୍ୟ କରିବେ।
Explore ଗୀତସଂହିତା 46:4-5
4
ଗୀତସଂହିତା 46:9
ସେ ପୃଥିବୀର ପ୍ରା; ପର୍ଯ୍ୟନ୍ତ ଯୁଦ୍ଧ ନିବୃତ୍ତ କରନ୍ତି; ସେ ଧନୁ ଭାଙ୍ଗି ପକାନ୍ତି ଓ ବର୍ଚ୍ଛା କାଟି ଖଣ୍ତ ଖଣ୍ତ କରନ୍ତି; ସେ ରଥସବୁ ଅଗ୍ନିରେ ପୋଡ଼ି ପକାନ୍ତି।
Explore ଗୀତସଂହିତା 46:9