1
ଗୀତସଂହିତା 47:1
ପବିତ୍ର ବାଇବଲ (Re-edited) - (BSI)
ODIAOV-BSI
ହେ ସର୍ବଗୋଷ୍ଠୀୟମାନେ, କରତାଳି ଦିଅ; ଆନନ୍ଦ-ସ୍ଵରରେ ପରମେଶ୍ଵରଙ୍କ ଉଦ୍ଦେଶ୍ୟରେ ଜୟଧ୍ଵନି କର।
Compare
Explore ଗୀତସଂହିତା 47:1
2
ଗୀତସଂହିତା 47:2
କାରଣ ସର୍ବୋପରିସ୍ଥ ସଦାପ୍ରଭୁ ଭୟଙ୍କର ଅଟନ୍ତି; ସେ ସମୁଦାୟ ପୃଥିବୀ ଉପରେ ମହାନ ରାଜା।
Explore ଗୀତସଂହିତା 47:2
3
ଗୀତସଂହିତା 47:7
କାରଣ ପରମେଶ୍ଵର ସମୁଦାୟ ପୃଥିବୀର ରାଜା ଅଟନ୍ତି; ତୁମ୍ଭେମାନେ ପ୍ରବୋଧଜନକ ପ୍ରଶଂସାଗାନ କର।
Explore ଗୀତସଂହିତା 47:7