1
ଗୀତସଂହିତା 48:14
ପବିତ୍ର ବାଇବଲ (Re-edited) - (BSI)
ODIAOV-BSI
କାରଣ ଏହି ପରମେଶ୍ଵର ଅନନ୍ତକାଳ ଆମ୍ଭମାନଙ୍କର ପରମେଶ୍ଵର ଅଟନ୍ତି; ସେ ମରଣ ପର୍ଯ୍ୟନ୍ତ ଆମ୍ଭମାନଙ୍କର ପଥଦର୍ଶକ ହେବେ।
Compare
Explore ଗୀତସଂହିତା 48:14
2
ଗୀତସଂହିତା 48:1
ଆମ୍ଭମାନଙ୍କ ପରମେଶ୍ଵରଙ୍କ ନଗରରେ, ତାହାଙ୍କ ପବିତ୍ର ପର୍ବତରେ ସଦାପ୍ରଭୁ ମହାନ ଓ ଅତ୍ୟ; ପ୍ରଶଂସନୀୟ।
Explore ଗୀତସଂହିତା 48:1
3
ଗୀତସଂହିତା 48:10
ହେ ପରମେଶ୍ଵର, ଯେପରି ତୁମ୍ଭର ନାମ, ସେପରି ତୁମ୍ଭର ପ୍ରଶଂସା, ପୃଥିବୀର ପ୍ରା; ପର୍ଯ୍ୟନ୍ତ ଅଟେ; ତୁମ୍ଭର ଦକ୍ଷିଣ ହସ୍ତ ଧର୍ମରେ ପରିପୂର୍ଣ୍ଣ।
Explore ଗୀତସଂହିତା 48:10