1
ଗୀତସଂହିତା 49:20
ପବିତ୍ର ବାଇବଲ (Re-edited) - (BSI)
ODIAOV-BSI
ଯେଉଁ ମନୁଷ୍ୟ ଐଶ୍ଵର୍ଯ୍ୟଶାଳୀ ହୋଇ ବିବେଚନା ନ କରେ, ସେ ବିନାଶ୍ୟ ପଶୁ ତୁଲ୍ୟ।
Compare
Explore ଗୀତସଂହିତା 49:20
2
ଗୀତସଂହିତା 49:15
ମାତ୍ର ପରମେଶ୍ଵର ପାତାଳର ପରାକ୍ରମରୁ ମୋହର ପ୍ରାଣ ମୁକ୍ତ କରିବେ; କାରଣ ସେ ମୋତେ ଗ୍ରହଣ କରିବେ। [ସେଲା
Explore ଗୀତସଂହିତା 49:15
3
ଗୀତସଂହିତା 49:16-17
କେହି ଧନବାନ ହେଲେ ଓ ତାହାର ଗୃହର ଐଶ୍ଵର୍ଯ୍ୟ ବୃଦ୍ଧି ପାଇଲେ, ତୁମ୍ଭେ ଭୀତ ହୁଅ ନାହିଁ; କାରଣ ମରଣକାଳରେ ସେ କିଛି ନେଇଯିବ ନାହିଁ; ତାହାର ଐଶ୍ଵର୍ଯ୍ୟ ତାହାର ପଶ୍ଚାଦ୍ଗମନ କରିବ ନାହିଁ।
Explore ଗୀତସଂହିତା 49:16-17