1
ଗୀତସଂହିତା 53:1
ପବିତ୍ର ବାଇବଲ (Re-edited) - (BSI)
ODIAOV-BSI
ପରମେଶ୍ଵର ନାହାନ୍ତି ବୋଲି ମୂର୍ଖ ଆପଣା ମନେ ମନେ କହିଅଛି। ସେମାନେ ଭ୍ରଷ୍ଟ, ସେମାନେ ଘୃଣାଯୋଗ୍ୟ ଅଧର୍ମ କରିଅଛନ୍ତି, କେହି ସତ୍କର୍ମ କରେ ନାହିଁ।
Compare
Explore ଗୀତସଂହିତା 53:1
2
ଗୀତସଂହିତା 53:2
ବିବେଚକ କେହି ଅଛି କି ନାହିଁ, ପରମେଶ୍ଵରଙ୍କର ଅନ୍ଵେଷଣକାରୀ କେହି ଅଛି କି ନାହିଁ, ଏହା ଦେଖିବା ପାଇଁ ପରମେଶ୍ଵର ସ୍ଵର୍ଗରୁ ମନୁଷ୍ୟ-ସନ୍ତାନଗଣ ପ୍ରତି ନିରୀକ୍ଷଣ କଲେ।
Explore ଗୀତସଂହିତା 53:2
3
ଗୀତସଂହିତା 53:3
ସେମାନଙ୍କର ପ୍ରତ୍ୟେକେ ବିପଥରେ ଯାଇଅଛନ୍ତି; ସେସମସ୍ତେ ଅଶୁଚି ହୋଇଅଛନ୍ତି; ସେମାନଙ୍କର କେହି ସୁକର୍ମ କରେ ନାହିଁ, ନା, ଜଣେ ହେଁ ନାହିଁ।
Explore ଗୀତସଂହିତା 53:3