1
ଗୀତସଂହିତା 55:22
ପବିତ୍ର ବାଇବଲ (Re-edited) - (BSI)
ODIAOV-BSI
ତୁମ୍ଭେ ସଦାପ୍ରଭୁଙ୍କ ଉପରେ ଆପଣା ଭାର ପକାଅ, ତହିଁରେ ସେ ତୁମ୍ଭକୁ ସମ୍ଭାଳିବେ; ସେ ଧାର୍ମିକକୁ କଦାପି ବିଚଳିତ ହେବାକୁ ଦେବେ ନାହିଁ।
Compare
Explore ଗୀତସଂହିତା 55:22
2
ଗୀତସଂହିତା 55:17
ସନ୍ଧ୍ୟା ଓ ପ୍ରଭାତ ଓ ମଧ୍ୟାହ୍ନ କାଳରେ ମୁଁ ଭାବନା କରି ରୋଦନ କରିବି; ଆଉ, ସେ ମୋʼ ରବ ଶୁଣିବେ।
Explore ଗୀତସଂହିତା 55:17
3
ଗୀତସଂହିତା 55:23
ମାତ୍ର ହେ ପରମେଶ୍ଵର, ତୁମ୍ଭେ ସେମାନଙ୍କୁ ସର୍ବନାଶର ଗର୍ତ୍ତକୁ ଆଣିବ; ରକ୍ତପିପାସୁ ଓ ପ୍ରବଞ୍ଚକ ଲୋକମାନେ ଆପଣା ଆପଣା ଆୟୁଷର ଅର୍ଦ୍ଧେକ ବଞ୍ଚିବେ ନାହିଁ; ମାତ୍ର ମୁଁ ତୁମ୍ଭ ଉପରେ ନିର୍ଭର କରିବି।
Explore ଗୀତସଂହିତା 55:23
4
ଗୀତସଂହିତା 55:16
ମାତ୍ର ମୁଁ ପରମେଶ୍ଵରଙ୍କଠାରେ ପ୍ରାର୍ଥନା କରିବି; ପୁଣି, ସଦାପ୍ରଭୁ ମୋତେ ପରିତ୍ରାଣ କରିବେ।
Explore ଗୀତସଂହିତା 55:16
5
ଗୀତସଂହିତା 55:18
ସେ ମୋʼ ପ୍ରତିକୂଳ ଯୁଦ୍ଧରୁ କୁଶଳରେ ମୋʼ ପ୍ରାଣ ମୁକ୍ତ କରିଅଛନ୍ତି; କାରଣ ମୋʼ ସଙ୍ଗେ ବିରୋଧକାରୀ ଅନେକ ଥିଲେ।
Explore ଗୀତସଂହିତା 55:18
6
ଗୀତସଂହିତା 55:1
ହେ ପରମେଶ୍ଵର, ମୋʼ ପ୍ରାର୍ଥନାରେ କର୍ଣ୍ଣପାତ କର; ମୋʼ ବିନତିରୁ ଆପଣାକୁ ଲୁଚାଅ ନାହିଁ।
Explore ଗୀତସଂହିତା 55:1