1
ଗୀତସଂହିତା 63:1
ପବିତ୍ର ବାଇବଲ (Re-edited) - (BSI)
ODIAOV-BSI
ହେ ପରମେଶ୍ଵର, ତୁମ୍ଭେ ମୋହର ପରମେଶ୍ଵର; ଯନିରେ ମୁଁ ତୁମ୍ଭର ଅନ୍ଵେଷଣ କରିବି; ଜଳଶୂନ୍ୟ ଶୁଷ୍କ ଓ ଶ୍ରାନ୍ତିକର ଦେଶରେ ମୋʼ ପ୍ରାଣ ତୁମ୍ଭ ନିମନ୍ତେ ତୃଷିତ ହୁଏ ଓ ମୋʼ ଶରୀର ତୁମ୍ଭ ପାଇଁ ଲାଳସା କରେ।
Compare
Explore ଗୀତସଂହିତା 63:1
2
ଗୀତସଂହିତା 63:3
କାରଣ ତୁମ୍ଭର ସ୍ନେହପୂର୍ଣ୍ଣ କରୁଣା ଜୀବନ ଅପେକ୍ଷା ଉତ୍ତମ; ମୋହର ଓଷ୍ଠାଧର ତୁମ୍ଭର ପ୍ରଶଂସା କରିବ।
Explore ଗୀତସଂହିତା 63:3
3
ଗୀତସଂହିତା 63:4
ଏହିରୂପେ ମୁଁ ଯାବଜ୍ଜୀବନ ତୁମ୍ଭର ଧନ୍ୟବାଦ କରିବି; ମୁଁ ତୁମ୍ଭ ନାମରେ ଆପଣା ହସ୍ତ ଉଠାଇବି
Explore ଗୀତସଂହିତା 63:4
4
ଗୀତସଂହିତା 63:2
ତେଣୁ ତୁମ୍ଭ ପରାକ୍ରମ ଓ ଗୌରବ ଦେଖିବା ପାଇଁ ମୁଁ ପବିତ୍ର ସ୍ଥାନରେ ତୁମ୍ଭ ପ୍ରତି ଚାହିଁ ରହିଅଛି।
Explore ଗୀତସଂହିତା 63:2
5
ଗୀତସଂହିତା 63:7-8
କାରଣ ତୁମ୍ଭେ ମୋହର ସହାୟ ହୋଇଅଛ, ଆଉ ତୁମ୍ଭ ପକ୍ଷର ଛାୟାରେ ମୁଁ ଉଲ୍ଲାସ କରିବି। ମୋହର ପ୍ରାଣ ତୁମ୍ଭ ପଛେ ପଛେ ଲାଗିଥାଏ; ତୁମ୍ଭର ଦକ୍ଷିଣ ହସ୍ତ ମୋତେ ଧରି ରଖେ।
Explore ଗୀତସଂହିତା 63:7-8
6
ଗୀତସଂହିତା 63:6
ମୁଁ ଶଯ୍ୟା ଉପରେ ତୁମ୍ଭଙ୍କୁ ସ୍ମରଣ କରିବା ବେଳେ ରାତ୍ରିର ପ୍ରହରକୁ ପ୍ରହର ତୁମ୍ଭ ବିଷୟ ଧ୍ୟାନ କରେ।
Explore ଗୀତସଂହିତା 63:6