1
ଗୀତସଂହିତା 64:10
ପବିତ୍ର ବାଇବଲ (Re-edited) - (BSI)
ODIAOV-BSI
ଧାର୍ମିକ ଲୋକ ସଦାପ୍ରଭୁଙ୍କଠାରେ ଆନନ୍ଦ କରିବ ଓ ତାହାଙ୍କର ଶରଣାଗତ ହେବ। ପୁଣି, ସରଳାନ୍ତଃକରଣ ସମସ୍ତେ ଦର୍ପ କରିବେ।
Compare
Explore ଗୀତସଂହିତା 64:10
2
ଗୀତସଂହିତା 64:1
ହେ ପରମେଶ୍ଵର, ମୋʼ କାକୂକ୍ତିର ରବ ଶ୍ରବଣ କର; ଶତ୍ରୁ ଭୟରୁ ମୋʼ ଜୀବନ ରକ୍ଷା କର।
Explore ଗୀତସଂହିତା 64:1