1
ଗୀତସଂହିତା 65:4
ପବିତ୍ର ବାଇବଲ (Re-edited) - (BSI)
ODIAOV-BSI
ତୁମ୍ଭେ ଯାହାକୁ ତୁମ୍ଭ ପ୍ରାଙ୍ଗଣରେ ବାସ କରିବା ପାଇଁ ମନୋନୀତ କର ଓ ଆପଣା ନିକଟକୁ ଆସିବାକୁ ଦିଅ, ସେ ଲୋକ ଧନ୍ୟ; ଆମ୍ଭେମାନେ ତୁମ୍ଭ ଗୃହର, ଅର୍ଥାତ୍, ତୁମ୍ଭ ମନ୍ଦିରର ପବିତ୍ର ସ୍ଥାନର ଉତ୍ତମ ଦ୍ରବ୍ୟରେ ପରିତୃପ୍ତ ହେବା।
Compare
Explore ଗୀତସଂହିତା 65:4
2
ଗୀତସଂହିତା 65:11
ତୁମ୍ଭେ ଆପଣା ମଙ୍ଗଳ ଭାବରେ ବର୍ଷକୁ ମୁକୁଟ ପିନ୍ଧାଇଥାଅ ଓ ତୁମ୍ଭ ପଥସବୁ ପୁଷ୍ଟତା କ୍ଷରଣ କରେ।
Explore ଗୀତସଂହିତା 65:11
3
ଗୀତସଂହିତା 65:5
ହେ ଆମ୍ଭମାନଙ୍କ ପରିତ୍ରାଣର ପରମେଶ୍ଵର, ତୁମ୍ଭେ ଭୟାନକ କ୍ରିୟା ଦ୍ଵାରା ଧର୍ମରେ ଆମ୍ଭମାନଙ୍କୁ ଉତ୍ତର ଦେବ; ତୁମ୍ଭେ ପୃଥିବୀର ପ୍ରାନ୍ତନିବାସୀ ଓ ଦୂରବର୍ତ୍ତୀ ସମୁଦ୍ରବାସୀ ସମସ୍ତଙ୍କର ବିଶ୍ଵାସଭୂମି ଅଟ।
Explore ଗୀତସଂହିତା 65:5
4
ଗୀତସଂହିତା 65:3
ଅପରାଧ ମୋʼ ଉପରେ ପ୍ରବଳ ହୁଏ; ତୁମ୍ଭେ ଆମ୍ଭମାନଙ୍କ ଅଧର୍ମ ମାର୍ଜନା କରିବ।
Explore ଗୀତସଂହିତା 65:3