1
ଗୀତସଂହିତା 67:1
ପବିତ୍ର ବାଇବଲ (Re-edited) - (BSI)
ODIAOV-BSI
ପରମେଶ୍ଵର ଆମ୍ଭମାନଙ୍କୁ ଦୟା କରନ୍ତୁ ଓ ଆମ୍ଭମାନଙ୍କୁ ଆଶୀର୍ବାଦ କରନ୍ତୁ ଓ ଆମ୍ଭମାନଙ୍କ ପ୍ରତି ଆପଣା ମୁଖ ପ୍ରସନ୍ନ କରନ୍ତୁ। [ସେଲା
Compare
Explore ଗୀତସଂହିତା 67:1
2
ଗୀତସଂହିତା 67:7
ପରମେଶ୍ଵର ଆମ୍ଭମାନଙ୍କୁ ଆଶୀର୍ବାଦ କରିବେ; ପୁଣି, ପୃଥିବୀର ସମସ୍ତ ପ୍ରା; ତାହାଙ୍କୁ ଭୟ କରିବେ।
Explore ଗୀତସଂହିତା 67:7
3
ଗୀତସଂହିତା 67:4
ଦେଶୀୟମାନେ ଆହ୍ଲାଦିତ ହେଉନ୍ତୁ ଓ ଆନନ୍ଦ ସକାଶୁ ଗାନ କରନ୍ତୁ; କାରଣ ତୁମ୍ଭେ ନ୍ୟାୟରେ ଗୋଷ୍ଠୀୟବର୍ଗର ବିଚାର କରିବ ଓ ପୃଥିବୀରେ ଦେଶୀୟମାନଙ୍କୁ ଶାସନ କରିବ। [ସେଲା
Explore ଗୀତସଂହିତା 67:4