1
ଗୀତସଂହିତା 69:30
ପବିତ୍ର ବାଇବଲ (Re-edited) - (BSI)
ODIAOV-BSI
ମୁଁ ଗୀତରେ ପରମେଶ୍ଵରଙ୍କ ନାମର ପ୍ରଶଂସା କରିବି ଓ ଧନ୍ୟବାଦ ଦେଇ ତାହାଙ୍କର ଗୌରବ କରିବି।
Compare
Explore ଗୀତସଂହିତା 69:30
2
ଗୀତସଂହିତା 69:13
ମାତ୍ର ହେ ସଦାପ୍ରଭୋ, ଗ୍ରାହ୍ୟ ସମୟରେ ମୋହର ପ୍ରାର୍ଥନା ତୁମ୍ଭଠାରେ ଅଛି; ହେ ପରମେଶ୍ଵର, ତୁମ୍ଭ ଦୟାର ବାହୁଲ୍ୟରେ, ତୁମ୍ଭ ପରିତ୍ରାଣର ସତ୍ୟତାନୁସାରେ ମୋତେ ଉତ୍ତର ଦିଅ।
Explore ଗୀତସଂହିତା 69:13
3
ଗୀତସଂହିତା 69:16
ହେ ସଦାପ୍ରଭୋ, ମୋତେ ଉତ୍ତର ଦିଅ; କାରଣ ତୁମ୍ଭର ସ୍ନେହପୂର୍ଣ୍ଣ କରୁଣା ଉତ୍ତମ; ତୁମ୍ଭ କୃପାର ବାହୁଲ୍ୟାନୁସାରେ ମୋʼ ପ୍ରତି ଫେର।
Explore ଗୀତସଂହିତା 69:16
4
ଗୀତସଂହିତା 69:33
କାରଣ ସଦାପ୍ରଭୁ ଦୀନହୀନମାନଙ୍କ କଥା ଶୁଣନ୍ତି ଓ ଆପଣା ବନ୍ଦୀମାନଙ୍କୁ ତୁଚ୍ଛ କରନ୍ତି ନାହିଁ।
Explore ଗୀତସଂହିତା 69:33