1
ଗୀତସଂହିତା 71:5
ପବିତ୍ର ବାଇବଲ (Re-edited) - (BSI)
ODIAOV-BSI
କାରଣ ହେ ପ୍ରଭୋ, ସଦାପ୍ରଭୋ, ତୁମ୍ଭେ ହିଁ ମୋହର ଭରସା; ମୋʼ ବାଲ୍ୟକାଳରୁ ତୁମ୍ଭେ ମୋହର ବିଶ୍ଵାସଭୂମି।
Compare
Explore ଗୀତସଂହିତା 71:5
2
ଗୀତସଂହିତା 71:3
ଯେଉଁଠାକୁ ମୁଁ ନିତ୍ୟ ଯାଇପାରେ, ତୁମ୍ଭେ ମୋʼ ପ୍ରତି ସେରୂପ ବସତିର ଶୈଳ ସ୍ଵରୂପ ହୁଅ; ତୁମ୍ଭେ ମୋତେ ପରିତ୍ରାଣ କରିବା ପାଇଁ ଆଜ୍ଞା ଦେଇଅଛ; କାରଣ ତୁମ୍ଭେ ମୋହର ଶୈଳ ଓ ମୋହର ଦୁର୍ଗ।
Explore ଗୀତସଂହିତା 71:3
3
ଗୀତସଂହିତା 71:14
ମାତ୍ର ମୁଁ ନିରନ୍ତର ଭରସା କରିବି, ପୁଣି ଆହୁରି ଆହୁରି ତୁମ୍ଭର ପ୍ରଶଂସା କରିବି।
Explore ଗୀତସଂହିତା 71:14
4
ଗୀତସଂହିତା 71:1
ହେ ସଦାପ୍ରଭୋ, ମୁଁ ତୁମ୍ଭର ଶରଣ ନେଇଅଛି; ମୋତେ କେବେ ଲଜ୍ଜିତ ହେବାକୁ ଦିଅ ନାହିଁ।
Explore ଗୀତସଂହିତା 71:1
5
ଗୀତସଂହିତା 71:8
ମୋହର ମୁଖ ତୁମ୍ଭ ପ୍ରଶଂସାରେ ଓ ଦିନଯାକ ତୁମ୍ଭ ଗୌରବ ବର୍ଣ୍ଣନାରେ ପରିପୂର୍ଣ୍ଣ ହେବ।
Explore ଗୀତସଂହିତା 71:8
6
ଗୀତସଂହିତା 71:15
ମୋହର ମୁଖ ଦିନଯାକ ତୁମ୍ଭର ଧର୍ମ ଓ ତୁମ୍ଭର ପରିତ୍ରାଣ ବର୍ଣ୍ଣନା କରିବ; କାରଣ ମୁଁ ତହିଁର ସଂଖ୍ୟା ଜାଣେ ନାହିଁ।
Explore ଗୀତସଂହିତା 71:15