1
ଗୀତସଂହିତା 74:16
ପବିତ୍ର ବାଇବଲ (Re-edited) - (BSI)
ODIAOV-BSI
ଦିବସ ତୁମ୍ଭର, ରାତ୍ରି ହିଁ ତୁମ୍ଭର; ତୁମ୍ଭେ ଦୀପ୍ତି ଓ ସୂର୍ଯ୍ୟ ପ୍ରସ୍ତୁତ କରିଅଛ।
Compare
Explore ଗୀତସଂହିତା 74:16
2
ଗୀତସଂହିତା 74:12
ତଥାପି ପୃଥିବୀ ମଧ୍ୟରେ ପରିତ୍ରାଣ ସାଧନକାରୀ ପରମେଶ୍ଵର ପୂର୍ବରୁ ଆମ୍ଭର ରାଜା ଅଟନ୍ତି।
Explore ଗୀତସଂହିତା 74:12
3
ଗୀତସଂହିତା 74:17
ତୁମ୍ଭେ ପୃଥିବୀର ସମସ୍ତ ସୀମା ସ୍ଥାପନ କରିଅଛ; ତୁମ୍ଭେ ଗ୍ରୀଷ୍ମକାଳ ଓ ଶୀତକାଳ ସୃଷ୍ଟି କରିଅଛ।
Explore ଗୀତସଂହିତା 74:17