1
ଗୀତସଂହିତା 75:7
ପବିତ୍ର ବାଇବଲ (Re-edited) - (BSI)
ODIAOV-BSI
ମାତ୍ର ପରମେଶ୍ଵର ବିଚାରକର୍ତ୍ତା ଅଟନ୍ତି; ସେ ଏକକୁ ଅବନତ ଓ ଅନ୍ୟକୁ ଉନ୍ନତ କରନ୍ତି।
Compare
Explore ଗୀତସଂହିତା 75:7
2
ଗୀତସଂହିତା 75:1
ହେ ପରମେଶ୍ଵର, ଆମ୍ଭେମାନେ ତୁମ୍ଭଙ୍କୁ ଧନ୍ୟବାଦ ଦେଉଅଛୁ; ଆମ୍ଭେମାନେ ତୁମ୍ଭଙ୍କୁ ଧନ୍ୟବାଦ ଦେଉଅଛୁ, କାରଣ ତୁମ୍ଭ ନାମ ନିକଟବର୍ତ୍ତୀ; ଲୋକମାନେ ତୁମ୍ଭର ଆଶ୍ଚର୍ଯ୍ୟକ୍ରିୟାସକଳ ବର୍ଣ୍ଣନା କରନ୍ତି।
Explore ଗୀତସଂହିତା 75:1