1
ଗୀତସଂହିତା 76:11
ପବିତ୍ର ବାଇବଲ (Re-edited) - (BSI)
ODIAOV-BSI
ସଦାପ୍ରଭୁ ତୁମ୍ଭମାନଙ୍କ ପରମେଶ୍ଵରଙ୍କ ନିକଟରେ ମାନତ କରି ପୂର୍ଣ୍ଣ କର; ଯେ ଭୟପାତ୍ର, ତାହାଙ୍କ ଚତୁର୍ଦ୍ଦିଗସ୍ଥ ସମସ୍ତେ ତାହାଙ୍କ ନିକଟକୁ ଦର୍ଶନୀ ଆଣନ୍ତୁ।
Compare
Explore ଗୀତସଂହିତା 76:11
2
ଗୀତସଂହିତା 76:12
ସେ ଅଧିପତିମାନଙ୍କ ଗର୍ବ ଖର୍ବ କରନ୍ତି; ସେ ଭୂପତିମାନଙ୍କ ପ୍ରତି ଭୟଙ୍କର ଅଟନ୍ତି।
Explore ଗୀତସଂହିତା 76:12