1
ଗୀତସଂହିତା 78:7
ପବିତ୍ର ବାଇବଲ (Re-edited) - (BSI)
ODIAOV-BSI
ତହିଁରେ ସେମାନେ ଯେପରି ପରମେଶ୍ଵରଙ୍କଠାରେ ଭରସା ରଖି ପାରିବେ ଓ ପରମେଶ୍ଵରଙ୍କ କ୍ରିୟାସକଳ ପାସୋରି ନ ଯିବେ, ମାତ୍ର ତାହାଙ୍କ ଆଜ୍ଞାସବୁ ପାଳନ କରିବେ
Compare
Explore ଗୀତସଂହିତା 78:7
2
ଗୀତସଂହିତା 78:4
ଆମ୍ଭେମାନେ ତାହାସବୁ ସେମାନଙ୍କ ସନ୍ତାନଗଣ-ଠାରୁ ଗୁପ୍ତ ରଖିବା ନାହିଁ, ଆସନ୍ତା ପୁରୁଷ ନିକଟରେ ସଦାପ୍ରଭୁଙ୍କର ପ୍ରଶଂସା ଓ ତାହାଙ୍କର ପରାକ୍ରମ ଓ ତାହାଙ୍କ କୃତ ଆଶ୍ଚର୍ଯ୍ୟ କର୍ମସକଳ ବର୍ଣ୍ଣନା କରିବା।
Explore ଗୀତସଂହିତା 78:4
3
ଗୀତସଂହିତା 78:6
ଯେପରି ଆସନ୍ତା ପୁରୁଷ, ଅର୍ଥାତ୍, ଯେଉଁ ସନ୍ତାନଗଣ ଜାତ ହେବେ, ସେମାନେ ଜାଣିବେ ଓ ଉଠି ଆପଣା ଆପଣା ସନ୍ତାନଗଣକୁ ତାହା ଜଣାଇବେ
Explore ଗୀତସଂହିତା 78:6