1
ଗୀତସଂହିତା 80:19
ପବିତ୍ର ବାଇବଲ (Re-edited) - (BSI)
ODIAOV-BSI
ହେ ସଦାପ୍ରଭୋ, ସୈନ୍ୟାଧିପତି ପରମେଶ୍ଵର, ଆମ୍ଭମାନଙ୍କୁ ଫେରାଅ; ଆପଣା ମୁଖର ତେଜ ପ୍ରକାଶ କର, ତହିଁରେ ଆମ୍ଭେମାନେ ପରିତ୍ରାଣ ପାଇବୁ।
Compare
Explore ଗୀତସଂହିତା 80:19
2
ଗୀତସଂହିତା 80:3
ହେ ପରମେଶ୍ଵର, ଆମ୍ଭମାନଙ୍କୁ ଫେରାଅ ଓ ଆପଣା ମୁଖର ତେଜ ପ୍ରକାଶ କର, ତହିଁରେ ଆମ୍ଭେମାନେ ପରିତ୍ରାଣ ପାଇବୁ।
Explore ଗୀତସଂହିତା 80:3
3
ଗୀତସଂହିତା 80:18
ତହିଁରେ ଆମ୍ଭେମାନେ ତୁମ୍ଭଠାରୁ ଫେରି ଯିବା ନାହିଁ; ତୁମ୍ଭେ ଆମ୍ଭମାନଙ୍କୁ ସଜୀବ କର, ତହୁଁ ଆମ୍ଭେମାନେ ତୁମ୍ଭ ନାମରେ ପ୍ରାର୍ଥନା କରିବା।
Explore ଗୀତସଂହିତା 80:18
4
ଗୀତସଂହିତା 80:7
ହେ ସୈନ୍ୟାଧିପତି ପରମେଶ୍ଵର, ଆମ୍ଭମାନଙ୍କୁ ଫେରାଅ ଓ ଆପଣା ମୁଖର ତେଜ ପ୍ରକାଶ କର, ତହିଁରେ ଆମ୍ଭେମାନେ ପରିତ୍ରାଣ ପାଇବୁ।
Explore ଗୀତସଂହିତା 80:7