1
ଗୀତସଂହିତା 82:6
ପବିତ୍ର ବାଇବଲ (Re-edited) - (BSI)
ODIAOV-BSI
ମୁଁ କହିଲି, ତୁମ୍ଭେମାନେ ଈଶ୍ଵରଗଣ ଓ ତୁମ୍ଭେ ସମସ୍ତେ ସର୍ବୋପରିସ୍ଥଙ୍କ ସନ୍ତାନ।
Compare
Explore ଗୀତସଂହିତା 82:6
2
ଗୀତସଂହିତା 82:3
ତୁମ୍ଭେମାନେ ଦରିଦ୍ର ଓ ପିତୃହୀନମାନଙ୍କର ବିଚାର କର; ଦୁଃଖୀ ଓ ଅକିଞ୍ଚନମାନଙ୍କ ପ୍ରତି ନ୍ୟାୟ ବ୍ୟବହାର କର।
Explore ଗୀତସଂହିତା 82:3
3
ଗୀତସଂହିତା 82:4
ଦରିଦ୍ର ଓ ଦୀନହୀନମାନଙ୍କୁ ରକ୍ଷା କର; ଦୁଷ୍ଟଗଣର ହସ୍ତରୁ ସେମାନଙ୍କୁ ଉଦ୍ଧାର କର।
Explore ଗୀତସଂହିତା 82:4
4
ଗୀତସଂହିତା 82:8
ହେ ପରମେଶ୍ଵର, ଉଠ, ପୃଥିବୀର ବିଚାର କର; କାରଣ ତୁମ୍ଭେ ସବୁ ଗୋଷ୍ଠୀମାନଙ୍କୁ ଅଧିକାର କରିବ।
Explore ଗୀତସଂହିତା 82:8