1
ଗୀତସଂହିତା 83:18
ପବିତ୍ର ବାଇବଲ (Re-edited) - (BSI)
ODIAOV-BSI
ତହିଁରେ ସଦାପ୍ରଭୁ ନାମରେ ଖ୍ୟାତ ଯେ ତୁମ୍ଭେ, କେବଳ ତୁମ୍ଭେ ଯେ ସମୁଦାୟ ଭୂମଣ୍ତଳରେ ସର୍ବୋପରିସ୍ଥ ଅଟ, ଏହା ସେମାନେ ଜାଣି ପାରିବେ।
Compare
Explore ଗୀତସଂହିତା 83:18
2
ଗୀତସଂହିତା 83:1
ହେ ପରମେଶ୍ଵର, ତୁମ୍ଭେ ମୌନୀ ହୋଇ ରୁହ ନାହିଁ; ହେ ପରମେଶ୍ଵର, ନୀରବ ଓ ନିରସ୍ତ ହୁଅ ନାହିଁ।
Explore ଗୀତସଂହିତା 83:1
3
ଗୀତସଂହିତା 83:16
ହେ ସଦାପ୍ରଭୋ, ସେମାନେ ଯେପରି ତୁମ୍ଭ ନାମ ଅନ୍ଵେଷଣ କରିବେ, ଏଥିପାଇଁ ସେମାନଙ୍କ ମୁଖକୁ ଲଜ୍ଜାରେ ପୂର୍ଣ୍ଣ କର
Explore ଗୀତସଂହିତା 83:16