1
ଗୀତସଂହିତା 84:11
ପବିତ୍ର ବାଇବଲ (Re-edited) - (BSI)
ODIAOV-BSI
କାରଣ ସଦାପ୍ରଭୁ ପରମେଶ୍ଵର ସୂର୍ଯ୍ୟ ଓ ଢାଲ ଅଟନ୍ତି; ସଦାପ୍ରଭୁ ଅନୁଗ୍ରହ ଓ ଗୌରବ ଦେବେ; ସେ ସରଳାଚାରୀମାନଙ୍କଠାରୁ କୌଣସି ମଙ୍ଗଳ ବିଷୟ ଅଟକାଇବେ ନାହିଁ।
Compare
Explore ଗୀତସଂହିତା 84:11
2
ଗୀତସଂହିତା 84:10
କାରଣ ସହସ୍ର ଦିନ ଅପେକ୍ଷା ତୁମ୍ଭ ପ୍ରାଙ୍ଗଣରେ ଏକ ଦିନ ଭଲ; ଦୁଷ୍ଟତାର ତମ୍ଵୁରେ ବାସ କରିବା ଅପେକ୍ଷା ଆମ୍ଭ ପରମେଶ୍ଵରଙ୍କ ଗୃହରେ ଦ୍ଵାରୀ ହେବାର ବରଞ୍ଚ ଆମ୍ଭେ ଭଲ ଜାଣୁ।
Explore ଗୀତସଂହିତା 84:10
3
ଗୀତସଂହିତା 84:5
ଯାହାର ବଳ ତୁମ୍ଭଠାରେ ଥାଏ, ଯାହାର ହୃଦୟରେ ସିୟୋନଗାମୀ ରାଜପଥ ଥାଏ, ସେ ଲୋକ ଧନ୍ୟ।
Explore ଗୀତସଂହିତା 84:5
4
ଗୀତସଂହିତା 84:2
ସଦାପ୍ରଭୁଙ୍କ ପ୍ରାଙ୍ଗଣ ନିମନ୍ତେ ମୋହର ପ୍ରାଣ ଲାଳସା କରେ, ମଧ୍ୟ ମୂର୍ଚ୍ଛିତ ହୁଏ; ମୋହର ହୃଦୟ ଓ ଶରୀର ଜୀବିତ ପରମେଶ୍ଵରଙ୍କ ନିମନ୍ତେ ଡକା ଛାଡ଼ଇ।
Explore ଗୀତସଂହିତା 84:2