1
ଗୀତସଂହିତା 85:2
ପବିତ୍ର ବାଇବଲ (Re-edited) - (BSI)
ODIAOV-BSI
ତୁମ୍ଭେ ଆପଣା ଲୋକମାନଙ୍କ ଅପରାଧ କ୍ଷମା କରିଅଛ, ତୁମ୍ଭେ ସେମାନଙ୍କ ପାପସବୁ ଆଚ୍ଛାଦନ କରିଅଛ। [ସେଲା
Compare
Explore ଗୀତସଂହିତା 85:2
2
ଗୀତସଂହିତା 85:10
ଦୟା ଓ ସତ୍ୟତା ପରସ୍ପର ମିଳିତ ହୋଇଅଛନ୍ତି; ଧର୍ମ ଓ ଶାନ୍ତି ପରସ୍ପର ଚୁମ୍ଵନ କରିଅଛନ୍ତି।
Explore ଗୀତସଂହିତା 85:10
3
ଗୀତସଂହିତା 85:9
ଯେପରି ଆମ୍ଭମାନଙ୍କ ଦେଶରେ ଗୌରବ ବାସ କରିବ, ଏଥିପାଇଁ ନିଶ୍ଚୟ ତାହାଙ୍କ ଭୟକାରୀମାନଙ୍କ ନିକଟରେ ତାହାଙ୍କ ପରିତ୍ରାଣ ଅଛି।
Explore ଗୀତସଂହିତା 85:9
4
ଗୀତସଂହିତା 85:13
ଧର୍ମ ତାହାଙ୍କର ଆଗେ ଆଗେ ଯିବ ଓ ତାହାଙ୍କ ପଦଚିହ୍ନକୁ ଗମନର ପଥ କରିବ।
Explore ଗୀତସଂହିତା 85:13