1
ଗୀତସଂହିତା 86:11
ପବିତ୍ର ବାଇବଲ (Re-edited) - (BSI)
ODIAOV-BSI
ହେ ସଦାପ୍ରଭୋ, ତୁମ୍ଭର ପଥ ମୋତେ ଶିଖାଅ, ମୁଁ ତୁମ୍ଭ ସତ୍ୟତାରେ ଗମନ କରିବି; ତୁମ୍ଭ ନାମକୁ ଭୟ କରିବା ପାଇଁ ମୋତେ ଏକମନା କର।
Compare
Explore ଗୀତସଂହିତା 86:11
2
ଗୀତସଂହିତା 86:5
ଯେହେତୁ ହେ ପ୍ରଭୋ, ତୁମ୍ଭେ ମଙ୍ଗଳମୟ ଓ କ୍ଷମା କରିବାକୁ ପ୍ରସ୍ତୁତ, ପୁଣି ତୁମ୍ଭ ନିକଟରେ ପ୍ରାର୍ଥନାକାରୀ ସମସ୍ତଙ୍କ ପ୍ରତି ଦୟାରେ ମହାନ।
Explore ଗୀତସଂହିତା 86:5
3
ଗୀତସଂହିତା 86:15
ମାତ୍ର ହେ ପ୍ରଭୋ, ତୁମ୍ଭେ ସ୍ନେହଶୀଳ ଓ କୃପାବାନ ପରମେଶ୍ଵର, କ୍ରୋଧରେ ଧୀର, ପୁଣି ଦୟା ଓ ସତ୍ୟତାରେ ପରିପୂର୍ଣ୍ଣ ଅଟ।
Explore ଗୀତସଂହିତା 86:15
4
ଗୀତସଂହିତା 86:12
ହେ ପ୍ରଭୋ, ମୋʼ ପରମେଶ୍ଵର, ମୁଁ ସର୍ବାନ୍ତଃ-କରଣରେ ତୁମ୍ଭର ପ୍ରଶଂସା କରିବି ଓ ମୁଁ ଅନନ୍ତକାଳ ତୁମ୍ଭ ନାମର ଗୌରବ କରିବି।
Explore ଗୀତସଂହିତା 86:12
5
ଗୀତସଂହିତା 86:7
ମୋହର ସଙ୍କଟ ଦିନରେ ମୁଁ ତୁମ୍ଭଙ୍କୁ ଡାକିବି; କାରଣ ତୁମ୍ଭେ ମୋତେ ଉତ୍ତର ଦେବ।
Explore ଗୀତସଂହିତା 86:7