1
ଗୀତସଂହିତା 89:15
ପବିତ୍ର ବାଇବଲ (Re-edited) - (BSI)
ODIAOV-BSI
ଯେଉଁ ଲୋକେ ଆନନ୍ଦଧ୍ଵନି ଜାଣନ୍ତି, ସେମାନେ ଧନ୍ୟ; ହେ ସଦାପ୍ରଭୋ, ସେମାନେ ତୁମ୍ଭ ମୁଖର ଦୀପ୍ତିରେ ଗମନାଗମନ କରନ୍ତି।
Compare
Explore ଗୀତସଂହିତା 89:15
2
ଗୀତସଂହିତା 89:14
ଧର୍ମ ଓ ନ୍ୟାୟବିଚାର ତୁମ୍ଭ ସିଂହାସନର ଭିତ୍ତିମୂଳ; ଦୟା ଓ ସତ୍ୟତା ତୁମ୍ଭର ସମ୍ମୁଖଗାମୀ।
Explore ଗୀତସଂହିତା 89:14
3
ଗୀତସଂହିତା 89:1
ମୁଁ ସର୍ବଦା ସଦାପ୍ରଭୁଙ୍କ ବିବିଧ ଦୟା ବିଷୟ ଗାନ କରିବି; ମୁଁ ଆପଣା ମୁଖରେ ତୁମ୍ଭର ବିଶ୍ଵସ୍ତତା ପୁରୁଷ-ପରମ୍ପରା ପ୍ରତି ପ୍ରକାଶ କରିବି।
Explore ଗୀତସଂହିତା 89:1
4
ଗୀତସଂହିତା 89:8
ହେ ସଦାପ୍ରଭୋ, ସୈନ୍ୟାଧିପତି ପରମେଶ୍ଵର, ହେ ଯାଃ, ତୁମ୍ଭ ତୁଲ୍ୟ ବିକ୍ରମୀ କିଏ? ତୁମ୍ଭ ବିଶ୍ଵସ୍ତତା ତୁମ୍ଭ ଚତୁର୍ଦ୍ଦିଗରେ ବିଦ୍ୟମାନ।
Explore ଗୀତସଂହିତା 89:8