1
ଗୀତସଂହିତା 92:12-13
ପବିତ୍ର ବାଇବଲ (Re-edited) - (BSI)
ODIAOV-BSI
ଧାର୍ମିକ ଲୋକ ତାଳ ବୃକ୍ଷ ପରି ବର୍ଦ୍ଧିଷ୍ଣୁ ହେବ; ସେ ଲିବାନୋନ୍ରେ ଏରସ ବୃକ୍ଷ ତୁଲ୍ୟ ବୃଦ୍ଧି ପାଇବ। ଯେଉଁମାନେ ସଦାପ୍ରଭୁଙ୍କ ଗୃହରେ ରୋପିତ ହୁଅନ୍ତି, ସେମାନେ ଆମ୍ଭମାନଙ୍କ ପରମେଶ୍ଵରଙ୍କ ପ୍ରାଙ୍ଗଣରେ ବର୍ଦ୍ଧିଷ୍ଣୁ ହେବେ।
Compare
Explore ଗୀତସଂହିତା 92:12-13
2
ଗୀତସଂହିତା 92:14-15
ସେମାନେ ବୃଦ୍ଧ ବୟସରେ ହେଁ ଫଳ ଉତ୍ପନ୍ନ କରିବେ; ସେମାନେ ରସ ଓ ତେଜରେ ପୂର୍ଣ୍ଣ ହେବେ; ତଦ୍ଦ୍ଵାରା ସଦାପ୍ରଭୁ ଯେ ଯାଥାର୍ଥିକ, ଏହା ପ୍ରକାଶିତ ହେବ; ସେ ମୋହର ଶୈଳ ଓ ତାହାଙ୍କଠାରେ କୌଣସି ଅଧର୍ମ ନାହିଁ।
Explore ଗୀତସଂହିତା 92:14-15