1
ଗୀତସଂହିତା 97:10
ପବିତ୍ର ବାଇବଲ (Re-edited) - (BSI)
ODIAOV-BSI
ହେ ସଦାପ୍ରଭୁଙ୍କ ପ୍ରେମକାରୀଗଣ, ତୁମ୍ଭେମାନେ ମନ୍ଦତା ଘୃଣା କର; ସେ ଆପଣା ସଦ୍ଭକ୍ତମାନଙ୍କ ପ୍ରାଣ ରକ୍ଷା କରନ୍ତି। ସେ ସେମାନଙ୍କୁ ଦୁଷ୍ଟମାନଙ୍କ ହସ୍ତରୁ ଉଦ୍ଧାର କରନ୍ତି
Compare
Explore ଗୀତସଂହିତା 97:10
2
ଗୀତସଂହିତା 97:12
ହେ ଧାର୍ମିକଗଣ, ତୁମ୍ଭେମାନେ ସଦାପ୍ରଭୁଙ୍କଠାରେ ଆନନ୍ଦ କର; ପୁଣି ତାହାଙ୍କ ପବିତ୍ର ନାମର ଧନ୍ୟବାଦ କର।
Explore ଗୀତସଂହିତା 97:12
3
ଗୀତସଂହିତା 97:11
ଧାର୍ମିକମାନଙ୍କ ପାଇଁ ଦୀପ୍ତି ଓ ସରଳମନାମାନଙ୍କ ପାଇଁ ଆନନ୍ଦ ବୁଣା ଯାଇଅଛି।
Explore ଗୀତସଂହିତା 97:11
4
ଗୀତସଂହିତା 97:9
କାରଣ ହେ ସଦାପ୍ରଭୋ, ତୁମ୍ଭେ ସମୁଦାୟ ପୃଥିବୀରେ ସର୍ବୋପରିସ୍ଥ; ତୁମ୍ଭେ ସକଳ ଦେବ ଉପରେ ଅତିଶୟ ଉନ୍ନତ।
Explore ଗୀତସଂହିତା 97:9