1
ଗୀତସଂହିତା 99:9
ପବିତ୍ର ବାଇବଲ (Re-edited) - (BSI)
ODIAOV-BSI
ତୁମ୍ଭେମାନେ ଆମ୍ଭମାନଙ୍କ ପରମେଶ୍ଵର ସଦାପ୍ରଭୁଙ୍କର ପ୍ରତିଷ୍ଠା କର ଓ ତାହାଙ୍କ ପବିତ୍ର ପର୍ବତରେ ପ୍ରଣାମ କର; କାରଣ ସଦାପ୍ରଭୁ ଆମ୍ଭମାନଙ୍କ ପରମେଶ୍ଵର ପବିତ୍ର ଅଟନ୍ତି।
Compare
Explore ଗୀତସଂହିତା 99:9
2
ଗୀତସଂହିତା 99:1
ସଦାପ୍ରଭୁ ରାଜ୍ୟ କରନ୍ତି; ଗୋଷ୍ଠୀବର୍ଗ କମ୍ପିତ ହେଉନ୍ତୁ; ସେ କିରୂବଗଣ ଉପରେ ଉପବିଷ୍ଟ; ପୃଥିବୀ ବିଚଳିତ ହେଉ।
Explore ଗୀତସଂହିତା 99:1