1
ରୋମୀୟ 7:25
ପବିତ୍ର ବାଇବଲ (Re-edited) - (BSI)
ODIAOV-BSI
ଆମ୍ଭମାନଙ୍କ ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କ ଦ୍ଵାରା ଈଶ୍ଵରଙ୍କର ଧନ୍ୟବାଦ ହେଉ। ଅତଏବ, ମୁଁ ନିଜେ ମନ ଦ୍ଵାରା ଈଶ୍ଵରଙ୍କ ବ୍ୟବସ୍ଥାର ଦାସ, କିନ୍ତୁ ଶରୀର ଦ୍ଵାରା ପାପ ବ୍ୟବସ୍ଥାର ଦାସ ଅଟେ।
Compare
Explore ରୋମୀୟ 7:25
2
ରୋମୀୟ 7:18
କାରଣ ମୋʼଠାରେ, ଅର୍ଥାତ୍, ମୋʼ ଶରୀରରେ ଯେ କୌଣସି ଉତ୍ତମ ବିଷୟ ବାସ କରେ ନାହିଁ, ଏହା ମୁଁ ଜାଣେ, ଯେଣୁ ମୁଁ ଇଚ୍ଛା କରି ପାରୁଅଛି, କିନ୍ତୁ ଯାହା ଉତ୍ତମ, ତାହା କରିବା ନିମନ୍ତେ ମୋହର ସାମର୍ଥ୍ୟ ନାହିଁ।
Explore ରୋମୀୟ 7:18
3
ରୋମୀୟ 7:19
କାରଣ ଯେଉଁ ଉତ୍ତମ କର୍ମ କରିବାକୁ ମୁଁ ଇଚ୍ଛା କରେ, ତାହା କରେ ନାହିଁ, କିନ୍ତୁ ଯେଉଁ ମନ୍ଦ କର୍ମ କରିବାକୁ ମୁଁ ଇଚ୍ଛା କରେ ନାହିଁ, ତାହା କରେ।
Explore ରୋମୀୟ 7:19
4
ରୋମୀୟ 7:20
କିନ୍ତୁ ଯାହା ମୁଁ ଇଚ୍ଛା କରେ ନାହିଁ, ତାହା ଯଦି କରେ, ତେବେ ମୁଁ ନିଜେ ତାହା ଆଉ କରେ ନାହିଁ, ମାତ୍ର ମୋʼଠାରେ ବାସ କରୁଥିବା ପାପ ତାହା କରେ।
Explore ରୋମୀୟ 7:20
5
ରୋମୀୟ 7:21-22
ଅତଏବ, ଉତ୍ତମ କର୍ମ କରିବାକୁ ଇଚ୍ଛୁକ ଯେ ମୁଁ, ମୋʼ ନିକଟରେ ଯେ ମନ୍ଦ ଉପସ୍ଥିତ, ଏହି ବ୍ୟବସ୍ଥା ମୁଁ ଦେଖୁଅଛି। କାରଣ ଆନ୍ତରିକ ପୁରୁଷର ଭାବାନୁସାରେ ମୁଁ ଈଶ୍ଵରଙ୍କ ବ୍ୟବସ୍ଥାରେ ଆନନ୍ଦ କରେ
Explore ରୋମୀୟ 7:21-22
6
ରୋମୀୟ 7:16
କିନ୍ତୁ ଯାହା ମୁଁ ଇଚ୍ଛା କରେ ନାହିଁ, ତାହା ଯଦି କରେ, ତେବେ ବ୍ୟବସ୍ଥା ଯେ ଉତ୍ତମ, ତାହା ମୁଁ ସ୍ଵୀକାର କରେ।
Explore ରୋମୀୟ 7:16