1
ଯିଖରୀୟ 1:3
ପବିତ୍ର ବାଇବଲ (Re-edited) - (BSI)
ODIAOV-BSI
ଏଥିପାଇଁ ତୁମ୍ଭେ ଏହି ଲୋକମାନଙ୍କୁ କୁହ, ସୈନ୍ୟାଧିପତି ସଦାପ୍ରଭୁ ଏହି କଥା କହନ୍ତି; ତୁମ୍ଭେମାନେ ଆମ୍ଭ ପ୍ରତି ଫେର, ଏହା ସୈନ୍ୟାଧିପତି ସଦାପ୍ରଭୁ କହନ୍ତି, ତହିଁରେ ଆମ୍ଭେ ତୁମ୍ଭମାନଙ୍କ ପ୍ରତି ଫେରିବା, ଏହା ସୈନ୍ୟାଧିପତି ସଦାପ୍ରଭୁ କହନ୍ତି।
Compare
Explore ଯିଖରୀୟ 1:3
2
ଯିଖରୀୟ 1:17
ଆହୁରି ଘୋଷଣା କରି କୁହ, ସୈନ୍ୟାଧିପତି ସଦାପ୍ରଭୁ ଏହି କଥା କହନ୍ତି; ସମୃଦ୍ଧି ହେତୁ ଆମ୍ଭର ନଗରସକଳ ଚତୁର୍ଦ୍ଦିଗରେ ପୁନର୍ବାର ବିସ୍ତୀର୍ଣ୍ଣ ହେବ; ସଦାପ୍ରଭୁ ପୁନର୍ବାର ସିୟୋନକୁ ସାନ୍ତ୍ଵନା କରିବେ ଓ ଯିରୂଶାଲମକୁ ପୁନର୍ବାର ମନୋନୀତ କରିବେ।
Explore ଯିଖରୀୟ 1:17
Home
Bible
Plans
Videos