1
ସିଫନୀୟ 1:18
ପବିତ୍ର ବାଇବଲ (Re-edited) - (BSI)
ODIAOV-BSI
ପୁଣି, ସଦାପ୍ରଭୁଙ୍କ କ୍ରୋଧର ଦିନରେ ସେମାନଙ୍କର ରୂପା କିଅବା ସେମାନଙ୍କର ସୁନା ସେମାନଙ୍କୁ ଉଦ୍ଧାର କରି ପାରିବ ନାହିଁ; ମାତ୍ର ତାହାଙ୍କର ଅନ୍ତର୍ଜ୍ଵାଳାରୂପ ଅଗ୍ନିରେ ସମୁଦାୟ ଦେଶ ଗ୍ରାସିତ ହେବ; କାରଣ ସେ ଦେଶନିବାସୀ ସମସ୍ତଙ୍କୁ ନିଃଶେଷ କରିବେ, ହଁ, ଭୟାନକ ରୂପେ ନିଃଶେଷ କରିବେ।
Compare
Explore ସିଫନୀୟ 1:18
2
ସିଫନୀୟ 1:14
ସଦାପ୍ରଭୁଙ୍କର ମହାଦିନ ନିକଟବର୍ତ୍ତୀ, ତାହା ଅର୍ଥାତ୍, ସଦାପ୍ରଭୁଙ୍କର ଦିନର ଶଦ୍ଦ ନିକଟବର୍ତ୍ତୀ ଓ ଅତି ଶୀଘ୍ର ଆସୁଅଛି; ବୀର ପୁରୁଷ ସେସ୍ଥାନରେ ଅତିଶୟ ରୋଦନ କରୁଅଛି।
Explore ସିଫନୀୟ 1:14
3
ସିଫନୀୟ 1:7
ତୁମ୍ଭେ ପ୍ରଭୁ ସଦାପ୍ରଭୁଙ୍କ ଛାମୁରେ ନୀରବ ହୁଅ; କାରଣ ସଦାପ୍ରଭୁଙ୍କର ଦିନ ସନ୍ନିକଟ; କାରଣ ସଦାପ୍ରଭୁ ଏକ ଯଜ୍ଞର ଆୟୋଜନ କରିଅଛନ୍ତି, ସେ ଆପଣା ନିମନ୍ତ୍ରିତଗଣକୁ ପବିତ୍ର କରିଅଛନ୍ତି।
Explore ସିଫନୀୟ 1:7