1
ସିଫନୀୟ 2:3
ପବିତ୍ର ବାଇବଲ (Re-edited) - (BSI)
ODIAOV-BSI
ହେ ଦେଶସ୍ଥ ନମ୍ର ଲୋକମାନେ, ତାହାଙ୍କର ଶାସନ ପାଳନ କରିଅଛ ଯେ ତୁମ୍ଭେମାନେ, ତୁମ୍ଭେ ସମସ୍ତେ ସଦାପ୍ରଭୁଙ୍କର ଅନ୍ଵେଷଣ କର, ଧର୍ମର ଅନ୍ଵେଷଣ କର, ନମ୍ରତାର ଅନ୍ଵେଷଣ କର; ହୋଇପାରେ, ସଦାପ୍ରଭୁଙ୍କ କ୍ରୋଧର ଦିନରେ ତୁମ୍ଭେମାନେ ଗୁପ୍ତ ସ୍ଥାନରେ ରଖାଯିବ।
Compare
Explore ସିଫନୀୟ 2:3
2
ସିଫନୀୟ 2:11
ସଦାପ୍ରଭୁ ସେମାନଙ୍କ ପ୍ରତି ଭୟଙ୍କର ହେବେ; କାରଣ ସେ ପୃଥିବୀସ୍ଥ ଯାବତୀୟ ଦେବତାକୁ କ୍ଷୀଣ କରିବେ; ପୁଣି, ଲୋକମାନେ ଓ ଗୋଷ୍ଠୀଗଣର ଦ୍ଵୀପସକଳ ଆପଣା ଅପାଣା ସ୍ଥାନରୁ ତାହାକୁ ପ୍ରଣାମ କରିବେ।
Explore ସିଫନୀୟ 2:11