1
ପ୍ରଥମ ଶାମୁୟେଲ 2:2
ଓଡିଆ ବାଇବେଲ
ସଦାପ୍ରଭୁଙ୍କ ତୁଲ୍ୟ ପବିତ୍ର ଆଉ କେହି ନାହିଁ; ଯେହେତୁ ତୁମ୍ଭ ଭିନ୍ନ ଆଉ କେହି ନାହିଁ; କିଅବା ଆମ୍ଭମାନଙ୍କ ପରମେଶ୍ୱରଙ୍କ ତୁଲ୍ୟ କୌଣସି ଶୈଳ ନାହିଁ।
Compare
Explore ପ୍ରଥମ ଶାମୁୟେଲ 2:2
2
ପ୍ରଥମ ଶାମୁୟେଲ 2:8
ସେ କୁଳୀନମାନଙ୍କ ସଙ୍ଗେ ବସାଇବା ପାଇଁ ଓ ଗୌରବ ସିଂହାସନ ଅଧିକାର କରିବା ପାଇଁ ଧୂଳିରୁ ଦୀନହୀନକୁ ଉଠାନ୍ତି ଓ ଦରିଦ୍ରକୁ ଖତରାଶିରୁ ଉନ୍ନତ କରନ୍ତି; କାରଣ ପୃଥିବୀର ସ୍ତମ୍ଭସକଳ ସଦାପ୍ରଭୁଙ୍କର ଓ ସେ ତହିଁ ଉପରେ ଜଗତ ସ୍ଥାପନ କରିଅଛନ୍ତି।
Explore ପ୍ରଥମ ଶାମୁୟେଲ 2:8
3
ପ୍ରଥମ ଶାମୁୟେଲ 2:9
ସେ ଆପଣା ଧାର୍ମିକ ଲୋକମାନଙ୍କର ଚରଣ ରକ୍ଷା କରିବେ; ମାତ୍ର ଦୁଷ୍ଟମାନେ ଅନ୍ଧକାରରେ ନୀରବ କରାଯିବେ; ଯେହେତୁ କୌଣସି ମନୁଷ୍ୟ ବଳରେ ଜୟୀ ହୋଇ ପାରିବ ନାହିଁ।
Explore ପ୍ରଥମ ଶାମୁୟେଲ 2:9
4
ପ୍ରଥମ ଶାମୁୟେଲ 2:7
ସଦାପ୍ରଭୁ ନିର୍ଦ୍ଧନ କରନ୍ତି ଓ ଧନବାନ କରନ୍ତି; ସେ ନତ କରନ୍ତି, ସେ ମଧ୍ୟ ଉନ୍ନତ କରନ୍ତି।
Explore ପ୍ରଥମ ଶାମୁୟେଲ 2:7
5
ପ୍ରଥମ ଶାମୁୟେଲ 2:6
ସଦାପ୍ରଭୁ ମୃତ୍ୟୁୁ ଘଟାନ୍ତି ଓ ସଜୀବ କରନ୍ତି; ସେ ପାତାଳକୁ ଓହ୍ଲାଇ ଆଣନ୍ତି ଓ ଉପରକୁ ଉଠାଇ ନିଅନ୍ତି।
Explore ପ୍ରଥମ ଶାମୁୟେଲ 2:6
YouVersion uses cookies to personalize your experience. By using our website, you accept our use of cookies as described in our Privacy Policy
Home
Bible
Plans
Videos