ନରହନ୍ତା, ବ୍ୟଭିଚାରୀ, ପୁଂମୈଥୁନକାରୀ, ମନୁଷ୍ୟଚୋର, ମିଥ୍ୟାବାଦୀ ଓ ମିଥ୍ୟା ଶପଥକାରୀମାନଙ୍କ ନିମନ୍ତେ ପୁଣି, ଉତ୍ତମ ଶିକ୍ଷାର ବିପରୀତରେ ଯେକୌଣସି ବିଷୟ ଥାଏ, ତାହା ନିମନ୍ତେ ଯେ ନିରୂପିତ ହୋଇଅଛି, ଏହା ଜାଣି ଯଦି କେହି ମୋଶାଙ୍କ ବ୍ୟବସ୍ଥାର ଉଚିତ୍ ବ୍ୟବହାର କରେ, ତେବେ ତାହା ଯେ ଉତ୍ତମ, ଏହା ଅାମ୍ଭେମାନେ ଜାଣୁ