1
ଆମୋଷ 7:14-15
ଓଡିଆ ବାଇବେଲ
ORYIRV
ତହିଁରେ ଆମୋଷ ଉତ୍ତର କରି ଅମତ୍ସୀୟକୁ କହିଲେ, “ମୁଁ ଭବିଷ୍ୟଦ୍ବକ୍ତା ନ ଥିଲି, କିଅବା କୌଣସି ଭବିଷ୍ୟଦ୍ବକ୍ତାଙ୍କ ପୁତ୍ର ନ ଥିଲି; ମାତ୍ର ମୁଁ ଗୋପାଳକ ଓ ଡିମ୍ବିରି ବୃକ୍ଷର କୃଷକ ଥିଲି; ପୁଣି, ସଦାପ୍ରଭୁ ପଲର ପଶ୍ଚାଦ୍ଗମନରୁ ମୋତେ ନେଲେ ଓ ସଦାପ୍ରଭୁ ମୋତେ କହିଲେ, ଯାଅ, ଆମ୍ଭର ଇସ୍ରାଏଲ ଲୋକ ନିକଟରେ ଭବିଷ୍ୟଦ୍ବାକ୍ୟ ପ୍ରଚାର କର।”
Compare
Explore ଆମୋଷ 7:14-15
2
ଆମୋଷ 7:8
ପୁଣି, ସଦାପ୍ରଭୁ ମୋତେ ପଚାରିଲେ, “ହେ ଆମୋଷ, ତୁମ୍ଭେ କଅଣ ଦେଖୁଅଛ ?” ତହିଁରେ ମୁଁ କହିଲି, “ଗୋଟିଏ ଓଳମ।” ତେବେ ପ୍ରଭୁ କହିଲେ, “ଦେଖ, ଆମ୍ଭେ ଆପଣା ଲୋକ ଇସ୍ରାଏଲ ମଧ୍ୟରେ ଓଳମ ପକାଇବା; ଆମ୍ଭେ ପୁନର୍ବାର ଆଉ ସେମାନଙ୍କୁ ଛାଡ଼ି ଯିବା ନାହିଁ
Explore ଆମୋଷ 7:8