ଅପରାଧରେ ଓ ଶାରୀରିକ ଅସୁନ୍ନତ ଅବସ୍ଥାରେ ମୃତ ଯେ ତୁମ୍ଭେମାନେ, ତୁମ୍ଭମାନଙ୍କୁ ମଧ୍ୟ ଈଶ୍ୱର ତାହାଙ୍କ ସହିତ ଜୀବିତ କରିଅଛନ୍ତି, ସେ ତ ଆମ୍ଭମାନଙ୍କର ସମସ୍ତ ଅପରାଧ କ୍ଷମା କରିଅଛନ୍ତି, ପୁଣି, ବିଧିବିଧାନରେ ଆମ୍ଭମାନଙ୍କ ବିରୁଦ୍ଧରେ ଯେଉଁ ଅଭିଯୋଗପତ୍ର ଥିଲା, ତାହା ସେ ଲୋପ କରି କ୍ରୁଶରେ ଟଙ୍ଗାଇ ଦେଇ ଆମ୍ଭମାନଙ୍କ ପଥରୁ ଦୂର କରିଦେଇଅଛନ୍ତି