1
ମୋଶାଙ୍କ ଲିଖିତ ପଞ୍ଚମ ପୁସ୍ତକ 2:7
ଓଡିଆ ବାଇବେଲ
ORYIRV
କାରଣ ସଦାପ୍ରଭୁ ତୁମ୍ଭର ପରମେଶ୍ୱର ତୁମ୍ଭ ହସ୍ତର ସମସ୍ତ କର୍ମରେ ତୁମ୍ଭଙ୍କୁ ଆଶୀର୍ବାଦ କରିଅଛନ୍ତି; ସେ ଏହି ବିସ୍ତୀର୍ଣ୍ଣ ପ୍ରାନ୍ତରରେ ତୁମ୍ଭ ଯିବାର ଜାଣିଅଛନ୍ତି; ଏହି ଚାଳିଶ ବର୍ଷସାରା ସଦାପ୍ରଭୁ ତୁମ୍ଭର ପରମେଶ୍ୱର ତୁମ୍ଭର ସହବର୍ତ୍ତୀ ହୋଇଅଛନ୍ତି; ତୁମ୍ଭର କିଛି ଅଭାବ ହୋଇ ନାହିଁ।’”
Compare
Explore ମୋଶାଙ୍କ ଲିଖିତ ପଞ୍ଚମ ପୁସ୍ତକ 2:7