1
ମୋଶାଙ୍କ ଲିଖିତ ପଞ୍ଚମ ପୁସ୍ତକ 23:23
ଓଡିଆ ବାଇବେଲ
ORYIRV
ଯାହା ତୁମ୍ଭ ଓଷ୍ଠରୁ ନିର୍ଗତ ହୋଇଅଛି, ତାହା କରିବାକୁ ମନୋଯୋଗ କରିବ; ତୁମ୍ଭେ ଆପଣା ମୁଖରେ ପ୍ରତିଜ୍ଞା କରି ଯେରୂପ ସ୍ୱେଚ୍ଛାଦତ୍ତ ଉପହାର ସଦାପ୍ରଭୁ ତୁମ୍ଭ ପରମେଶ୍ୱରଙ୍କ ଉଦ୍ଦେଶ୍ୟରେ ମାନତ କରିଅଛ, ତଦନୁସାରେ କରିବ।
Compare
Explore ମୋଶାଙ୍କ ଲିଖିତ ପଞ୍ଚମ ପୁସ୍ତକ 23:23
2
ମୋଶାଙ୍କ ଲିଖିତ ପଞ୍ଚମ ପୁସ୍ତକ 23:21
ସଦାପ୍ରଭୁ ତୁମ୍ଭ ପରମେଶ୍ୱରଙ୍କ ଉଦ୍ଦେଶ୍ୟରେ ତୁମ୍ଭେ ମାନତ ମନାସିଲେ, ତାହା ଦେବାକୁ ବିଳମ୍ବ କରିବ ନାହିଁ; କାରଣ ତାହା ତୁମ୍ଭର ପାପ ହେବ; ସଦାପ୍ରଭୁ ତୁମ୍ଭ ପରମେଶ୍ୱର ଅବଶ୍ୟ ତୁମ୍ଭଠାରୁ ତାହା ଆଦାୟ କରିବେ।
Explore ମୋଶାଙ୍କ ଲିଖିତ ପଞ୍ଚମ ପୁସ୍ତକ 23:21
3
ମୋଶାଙ୍କ ଲିଖିତ ପଞ୍ଚମ ପୁସ୍ତକ 23:22
ମାତ୍ର ଯେବେ ମାନତ ନ କର, ତେବେ ତହିଁରେ ପାପ ହେବ ନାହିଁ।
Explore ମୋଶାଙ୍କ ଲିଖିତ ପଞ୍ଚମ ପୁସ୍ତକ 23:22