1
ମୋଶାଙ୍କ ଲିଖିତ ପଞ୍ଚମ ପୁସ୍ତକ 26:19
ଓଡିଆ ବାଇବେଲ
ORYIRV
ପୁଣି ସେ ତୁମ୍ଭକୁ ପ୍ରଶଂସାରେ, ନାମରେ ଓ ସମ୍ମାନରେ ଆପଣାର ସୃଷ୍ଟ ସମସ୍ତ ଦେଶୀୟ ଲୋକମାନଙ୍କ ଅପେକ୍ଷା ଶ୍ରେଷ୍ଠ କରିବେ, ଆଉ ତୁମ୍ଭେ ତାହାଙ୍କ ବାକ୍ୟାନୁସାରେ ସଦାପ୍ରଭୁ ତୁମ୍ଭ ପରମେଶ୍ୱରଙ୍କ ଉଦ୍ଦେଶ୍ୟରେ ପବିତ୍ର ଲୋକ ହେବ।
Compare
Explore ମୋଶାଙ୍କ ଲିଖିତ ପଞ୍ଚମ ପୁସ୍ତକ 26:19
2
ମୋଶାଙ୍କ ଲିଖିତ ପଞ୍ଚମ ପୁସ୍ତକ 26:18
ପୁଣି ସଦାପ୍ରଭୁ ଆଜି ଏହି ଅଙ୍ଗୀକାର କରିଅଛନ୍ତି ଯେ, ତାହାଙ୍କ ପ୍ରତିଜ୍ଞାନୁସାରେ ତୁମ୍ଭେ ତାହାଙ୍କର ସଞ୍ଚିତ ଧନ ହେବ ଓ ତାହାଙ୍କର ସମସ୍ତ ଆଜ୍ଞା ମାନିବ
Explore ମୋଶାଙ୍କ ଲିଖିତ ପଞ୍ଚମ ପୁସ୍ତକ 26:18