1
ମୋଶାଙ୍କ ଲିଖିତ ପଞ୍ଚମ ପୁସ୍ତକ 32:4
ଓଡିଆ ବାଇବେଲ
ORYIRV
ସେ ତ ଶୈଳ, ତାହାଙ୍କ କର୍ମ ସିଦ୍ଧ; କାରଣ ତାହାଙ୍କର ସକଳ ପଥ ନ୍ୟାୟ; ସେ ବିଶ୍ୱସ୍ତ ଓ ଅଧର୍ମରହିତ ପରମେଶ୍ୱର; ସେ ଧାର୍ମିକ ଓ ସରଳ ଅଟନ୍ତି।
Compare
Explore ମୋଶାଙ୍କ ଲିଖିତ ପଞ୍ଚମ ପୁସ୍ତକ 32:4
2
ମୋଶାଙ୍କ ଲିଖିତ ପଞ୍ଚମ ପୁସ୍ତକ 32:39
ଏବେ ଦେଖ, ଆମ୍ଭେ, ଆମ୍ଭେ ହିଁ ସେ ଅଟୁ; ଆମ୍ଭ ସଙ୍ଗେ ଆଉ କୌଣସି ଦେବତା ନାହିଁ; ଆମ୍ଭେ ବଧ କରୁ ଓ ଆମ୍ଭେ ଜୀବନ ଦାନ କରୁ; ଆମ୍ଭେ କ୍ଷତ କରିଅଛୁ ଓ ଆମ୍ଭେ ସୁସ୍ଥ କରୁ; ପୁଣି, ଆମ୍ଭ ହସ୍ତରୁ ଯେ ଉଦ୍ଧାର କରିପାରେ, ଏପରି କେହି ନାହିଁ।
Explore ମୋଶାଙ୍କ ଲିଖିତ ପଞ୍ଚମ ପୁସ୍ତକ 32:39
3
ମୋଶାଙ୍କ ଲିଖିତ ପଞ୍ଚମ ପୁସ୍ତକ 32:3
କାରଣ ମୁଁ ସଦାପ୍ରଭୁଙ୍କ ନାମ ପ୍ରଚାର କରିବି; ତୁମ୍ଭେମାନେ ଆମ୍ଭମାନଙ୍କ ପରମେଶ୍ୱରଙ୍କ ପ୍ରତି ମହିମା ଆରୋପ କର।
Explore ମୋଶାଙ୍କ ଲିଖିତ ପଞ୍ଚମ ପୁସ୍ତକ 32:3