1
ମୋଶାଙ୍କ ଲିଖିତ ଦ୍ୱିତୀୟ ପୁସ୍ତକ 11:1
ଓଡିଆ ବାଇବେଲ
ORYIRV
ସଦାପ୍ରଭୁ ମୋଶାଙ୍କୁ କହିଲେ, “ଆମ୍ଭେ ଫାରୋ ଓ ମିସର ଉପରେ ଆଉ ଏକ ଉତ୍ପାତ ଆଣିବା; ତହିଁ ଉତ୍ତାରେ ସେ ତୁମ୍ଭମାନଙ୍କୁ ଏ ସ୍ଥାନରୁ ଯିବାକୁ ଦେବ; ପୁଣି, ଯିବାକୁ ଦେବା ସମୟରେ ସେ ତୁମ୍ଭମାନଙ୍କୁ ନିତାନ୍ତ ତଡ଼ି ଦେବ।
Compare
Explore ମୋଶାଙ୍କ ଲିଖିତ ଦ୍ୱିତୀୟ ପୁସ୍ତକ 11:1
2
ମୋଶାଙ୍କ ଲିଖିତ ଦ୍ୱିତୀୟ ପୁସ୍ତକ 11:5-6
ତହିଁରେ ସିଂହାସନୋପବିଷ୍ଟ ଫାରୋଙ୍କର ପ୍ରଥମଜାତଠାରୁ ଚକି ପେଷଣକାରିଣୀ ଦାସୀର ପ୍ରଥମଜାତ ପର୍ଯ୍ୟନ୍ତ ମିସର ଦେଶସ୍ଥିତ ସମସ୍ତ ପ୍ରଥମଜାତ ଓ ପଶୁମାନଙ୍କର ପ୍ରଥମଜାତ ମରିବେ। ଏଣୁ ସମୁଦାୟ ମିସର ଦେଶରେ, ଯେପରି କେବେ ହୋଇ ନାହିଁ ଓ ହେବ ନାହିଁ, ଏପରି ମହାରୋଦନ ହେବ।
Explore ମୋଶାଙ୍କ ଲିଖିତ ଦ୍ୱିତୀୟ ପୁସ୍ତକ 11:5-6
3
ମୋଶାଙ୍କ ଲିଖିତ ଦ୍ୱିତୀୟ ପୁସ୍ତକ 11:9
ସଦାପ୍ରଭୁ ମୋଶାଙ୍କୁ କହିଥିଲେ, ଆମ୍ଭେ ଯେପରି ମିସର ଦେଶରେ ଆପଣା ଆଶ୍ଚର୍ଯ୍ୟକ୍ରିୟା ବହୁସଂଖ୍ୟକ କରିବା, ଏଥିପାଇଁ ଫାରୋ ତୁମ୍ଭମାନଙ୍କ କଥାରେ ମନୋଯୋଗ କରିବ ନାହିଁ।
Explore ମୋଶାଙ୍କ ଲିଖିତ ଦ୍ୱିତୀୟ ପୁସ୍ତକ 11:9