1
ମୋଶାଙ୍କ ଲିଖିତ ଦ୍ୱିତୀୟ ପୁସ୍ତକ 14:14
ଓଡିଆ ବାଇବେଲ
ORYIRV
ସଦାପ୍ରଭୁ ତୁମ୍ଭମାନଙ୍କ ନିମନ୍ତେ ଯୁଦ୍ଧ କରିବେ, ତୁମ୍ଭେମାନେ ନୀରବ ରହିବ।
Compare
Explore ମୋଶାଙ୍କ ଲିଖିତ ଦ୍ୱିତୀୟ ପୁସ୍ତକ 14:14
2
ମୋଶାଙ୍କ ଲିଖିତ ଦ୍ୱିତୀୟ ପୁସ୍ତକ 14:13
ତହୁଁ ମୋଶା ଲୋକମାନଙ୍କୁ କହିଲେ, “ତୁମ୍ଭେମାନେ ଭୟ କର ନାହିଁ, ସୁସ୍ଥିର ହୁଅ; ସଦାପ୍ରଭୁ ଆଜି କିପ୍ରକାରେ ତୁମ୍ଭମାନଙ୍କୁ ଉଦ୍ଧାର କରିବେ, ତାହା ଦେଖ; ତୁମ୍ଭେମାନେ ଆଜି ଯେପରି ମିସ୍ରୀୟମାନଙ୍କୁ ଦେଖୁଅଛ, ସେପରି ଅନନ୍ତ କାଳ ପର୍ଯ୍ୟନ୍ତ ଆଉ କେବେ ଦେଖିବ ନାହିଁ।”
Explore ମୋଶାଙ୍କ ଲିଖିତ ଦ୍ୱିତୀୟ ପୁସ୍ତକ 14:13
3
ମୋଶାଙ୍କ ଲିଖିତ ଦ୍ୱିତୀୟ ପୁସ୍ତକ 14:16
ପୁଣି, ତୁମ୍ଭେ ଆପଣା ଯଷ୍ଟି ଉଠାଅ ଓ ସମୁଦ୍ର ଉପରେ ହସ୍ତ ବିସ୍ତାର କରି ତାହା ଦୁଇ ଭାଗ କର; ତହିଁରେ ଇସ୍ରାଏଲ ସନ୍ତାନଗଣ ଶୁଷ୍କ ପଥ ଦେଇ ସମୁଦ୍ର ମଧ୍ୟରେ ପ୍ରବେଶ କରିବେ।
Explore ମୋଶାଙ୍କ ଲିଖିତ ଦ୍ୱିତୀୟ ପୁସ୍ତକ 14:16
4
ମୋଶାଙ୍କ ଲିଖିତ ଦ୍ୱିତୀୟ ପୁସ୍ତକ 14:31
ସଦାପ୍ରଭୁ ମିସ୍ରୀୟମାନଙ୍କ ବିରୁଦ୍ଧରେ ଏହି ଯେଉଁ ମହତ୍ କର୍ମ କଲେ, ତାହା ଇସ୍ରାଏଲ ଦେଖିଲେ; ତହିଁରେ ଲୋକମାନେ ସଦାପ୍ରଭୁଙ୍କୁ ଭୟ କରି ସଦାପ୍ରଭୁଙ୍କଠାରେ ଓ ତାହାଙ୍କ ଦାସ ମୋଶାଙ୍କଠାରେ ବିଶ୍ୱାସ କଲେ।
Explore ମୋଶାଙ୍କ ଲିଖିତ ଦ୍ୱିତୀୟ ପୁସ୍ତକ 14:31