1
ମୋଶାଙ୍କ ଲିଖିତ ଦ୍ୱିତୀୟ ପୁସ୍ତକ 25:8-9
ଓଡିଆ ବାଇବେଲ
ORYIRV
ସେମାନେ ଆମ୍ଭ ନିମନ୍ତେ ଗୋଟିଏ ପବିତ୍ର ସ୍ଥାନ ନିର୍ମାଣ କରନ୍ତୁ; ତହିଁରେ ଆମ୍ଭେ ସେମାନଙ୍କ ମଧ୍ୟରେ ବାସ କରିବା। ଆବାସର ଆକାର ଓ ତହିଁର ସମସ୍ତ ପାତ୍ରର ଆକାରାଦିର ଯେଉଁ ଆଦର୍ଶ ଆମ୍ଭେ ତୁମ୍ଭକୁ ଦେଖାଇବା, ତଦନୁସାରେ ତୁମ୍ଭେମାନେ ସମସ୍ତ କରିବ।
Compare
Explore ମୋଶାଙ୍କ ଲିଖିତ ଦ୍ୱିତୀୟ ପୁସ୍ତକ 25:8-9
2
ମୋଶାଙ୍କ ଲିଖିତ ଦ୍ୱିତୀୟ ପୁସ୍ତକ 25:2
“ତୁମ୍ଭେ ଇସ୍ରାଏଲ-ସନ୍ତାନଗଣଙ୍କୁ ଆମ୍ଭ ନିମନ୍ତେ ଉପହାର ସଂଗ୍ରହ କରିବାକୁ କୁହ; ଯାହାର ହୃଦୟ ଯାହାକୁ ଇଚ୍ଛୁକ କରାଏ, ତାହାଠାରୁ ତୁମ୍ଭେମାନେ ଆମ୍ଭର ସେହି ଉପହାର ଗ୍ରହଣ କରିବ।
Explore ମୋଶାଙ୍କ ଲିଖିତ ଦ୍ୱିତୀୟ ପୁସ୍ତକ 25:2