1
ମୋଶାଙ୍କ ଲିଖିତ ଦ୍ୱିତୀୟ ପୁସ୍ତକ 28:3
ଓଡିଆ ବାଇବେଲ
ORYIRV
ଆଉ ଆମ୍ଭେ ଯେଉଁମାନଙ୍କୁ ଜ୍ଞାନଦାୟକ ଆତ୍ମାରେ ପୂର୍ଣ୍ଣ କରିଅଛୁ, ସେହି ସମସ୍ତ ବିଜ୍ଞମନା ଲୋକଙ୍କୁ ଆଦେଶ କର; ଆମ୍ଭ ଉଦ୍ଦେଶ୍ୟରେ ଯାଜକ କର୍ମ କରିବା ନିମନ୍ତେ ହାରୋଣକୁ ପବିତ୍ର କରିବା ପାଇଁ ସେମାନେ ତାହାର ବସ୍ତ୍ର ପ୍ରସ୍ତୁତ କରିବେ।
Compare
Explore ମୋଶାଙ୍କ ଲିଖିତ ଦ୍ୱିତୀୟ ପୁସ୍ତକ 28:3
2
ମୋଶାଙ୍କ ଲିଖିତ ଦ୍ୱିତୀୟ ପୁସ୍ତକ 28:4
ଅର୍ଥାତ୍, ବୁକୁପଟା, ଏଫୋଦ, ଚୋଗା, ବୁଟାଦାର ଜାମା, ପାଗ ଓ କଟିବନ୍ଧନ, ଏହି ସକଳ ବସ୍ତ୍ର ସେମାନେ ପ୍ରସ୍ତୁତ କରିବେ; ଆମ୍ଭ ଉଦ୍ଦେଶ୍ୟରେ ଯାଜକ କର୍ମ କରିବା ନିମନ୍ତେ ତୁମ୍ଭ ଭ୍ରାତା ହାରୋଣ ଓ ତାହାର ପୁତ୍ରଗଣ ପାଇଁ ସେମାନେ ପବିତ୍ର ବସ୍ତ୍ର ପ୍ରସ୍ତୁତ କରିବେ।
Explore ମୋଶାଙ୍କ ଲିଖିତ ଦ୍ୱିତୀୟ ପୁସ୍ତକ 28:4