1
ମୋଶାଙ୍କ ଲିଖିତ ଦ୍ୱିତୀୟ ପୁସ୍ତକ 29:45-46
ଓଡିଆ ବାଇବେଲ
ORYIRV
ଆମ୍ଭେ ଇସ୍ରାଏଲ ସନ୍ତାନଗଣ ମଧ୍ୟରେ ବାସ କରି ସେମାନଙ୍କର ପରମେଶ୍ୱର ହେବା। ତହିଁରେ ଆମ୍ଭେ ଯେ ସେମାନଙ୍କର ସଦାପ୍ରଭୁ ପରମେଶ୍ୱର, ସେମାନଙ୍କ ମଧ୍ୟରେ ବାସ କରିବା ନିମନ୍ତେ ମିସର ଦେଶରୁ ସେମାନଙ୍କୁ ବାହାର କରି ଆଣିଅଛୁ, ତାହା ସେମାନେ ଜାଣିବେ; ଆମ୍ଭେ ସଦାପ୍ରଭୁ ସେମାନଙ୍କର ପରମେଶ୍ୱର।
Compare
Explore ମୋଶାଙ୍କ ଲିଖିତ ଦ୍ୱିତୀୟ ପୁସ୍ତକ 29:45-46