1
ମୋଶାଙ୍କ ଲିଖିତ ଦ୍ୱିତୀୟ ପୁସ୍ତକ 35:30-31
ଓଡିଆ ବାଇବେଲ
ORYIRV
ଏଥିଉତ୍ତାରେ ମୋଶା ଇସ୍ରାଏଲ-ସନ୍ତାନଗଣଙ୍କୁ ଆହୁରି କହିଲେ, “ଦେଖ, ସଦାପ୍ରଭୁ ଯିହୁଦା ବଂଶୀୟ ହୂରର ପୌତ୍ର ଊରିର ପୁତ୍ର ବତ୍ସଲେଲକୁ ନାମ ଧରି ଡାକିଅଛନ୍ତି।” ପୁଣି, ତାହାକୁ ଜ୍ଞାନ, ବୁଦ୍ଧି, ବିଦ୍ୟା ଓ କର୍ମନୈପୁଣ୍ୟ-ଦାୟକ ପରମେଶ୍ୱରଙ୍କ ଆତ୍ମାରେ ପରିପୂର୍ଣ୍ଣ କରି
Compare
Explore ମୋଶାଙ୍କ ଲିଖିତ ଦ୍ୱିତୀୟ ପୁସ୍ତକ 35:30-31
2
ମୋଶାଙ୍କ ଲିଖିତ ଦ୍ୱିତୀୟ ପୁସ୍ତକ 35:35
ଆଉ ଖୋଦନ ଓ ଶିଳ୍ପକର୍ମ କରିବା ନିମନ୍ତେ, ପୁଣି, ନୀଳ, ଧୂମ୍ର, ସିନ୍ଦୂର ବର୍ଣ୍ଣ ଓ ଶୁଭ୍ର କ୍ଷୌମସୂତ୍ରରେ ସୂଚି କର୍ମ ଓ ତନ୍ତୀ କର୍ମ କରିବା ନିମନ୍ତେ, ଅର୍ଥାତ୍, ଯାବତୀୟ ଶିଳ୍ପ କର୍ମ ଓ ଚିତ୍ର କର୍ମ କରିବା ପାଇଁ ସେମାନଙ୍କ ମନକୁ ଜ୍ଞାନରେ ପରିପୂର୍ଣ୍ଣ କରିଅଛନ୍ତି।
Explore ମୋଶାଙ୍କ ଲିଖିତ ଦ୍ୱିତୀୟ ପୁସ୍ତକ 35:35