1
ମୋଶାଙ୍କ ଲିଖିତ ଦ୍ୱିତୀୟ ପୁସ୍ତକ 36:1
ଓଡିଆ ବାଇବେଲ
ORYIRV
ଏନିମନ୍ତେ ସଦାପ୍ରଭୁଙ୍କର ସମସ୍ତ ଆଜ୍ଞାନୁସାରେ ପବିତ୍ର ସ୍ଥାନର କାର୍ଯ୍ୟସକଳ ନିର୍ମାଣ କରିବାକୁ ସଦାପ୍ରଭୁ ବତ୍ସଲେଲ ଓ ଅହଲୀୟାବ ପ୍ରଭୃତି ଯେଉଁମାନଙ୍କୁ ଜ୍ଞାନ ଓ ବୁଦ୍ଧି ଦେଇଅଛନ୍ତି, ସେହିସବୁ ବିଜ୍ଞମନା ଲୋକେ କର୍ମ କରିବେ।
Compare
Explore ମୋଶାଙ୍କ ଲିଖିତ ଦ୍ୱିତୀୟ ପୁସ୍ତକ 36:1
2
ମୋଶାଙ୍କ ଲିଖିତ ଦ୍ୱିତୀୟ ପୁସ୍ତକ 36:3
ତହିଁରେ ସେମାନେ ପବିତ୍ର ସ୍ଥାନର କାର୍ଯ୍ୟ ନିର୍ମାଣ କରିବା ନିମନ୍ତେ ଇସ୍ରାଏଲ ସନ୍ତାନଗଣର ଆନୀତ ଉପହାର ସବୁ ମୋଶାଙ୍କଠାରୁ ଗ୍ରହଣ କଲେ; ତଥାପି ଲୋକମାନେ ପ୍ରତି ପ୍ରଭାତରେ ତାଙ୍କ ନିକଟକୁ ସ୍ୱେଚ୍ଛାରେ ଆହୁରି ଉପହାର ଆଣିଲେ।
Explore ମୋଶାଙ୍କ ଲିଖିତ ଦ୍ୱିତୀୟ ପୁସ୍ତକ 36:3