1
ମୋଶାଙ୍କ ଲିଖିତ ଦ୍ୱିତୀୟ ପୁସ୍ତକ 40:38
ଓଡିଆ ବାଇବେଲ
ORYIRV
କାରଣ, ସମସ୍ତ ଇସ୍ରାଏଲ ବଂଶର ଦୃଷ୍ଟିଗୋଚରରେ ସେମାନଙ୍କ ସମସ୍ତ ଯାତ୍ରାରେ ଦିନ ବେଳେ ସଦାପ୍ରଭୁଙ୍କର ମେଘ ଓ ରାତ୍ରିରେ ଅଗ୍ନି ଆବାସ ଉପରେ ଅବସ୍ଥିତି କଲା।
Compare
Explore ମୋଶାଙ୍କ ଲିଖିତ ଦ୍ୱିତୀୟ ପୁସ୍ତକ 40:38
2
ମୋଶାଙ୍କ ଲିଖିତ ଦ୍ୱିତୀୟ ପୁସ୍ତକ 40:34-35
ଏଥିଉତ୍ତାରେ ମେଘ ସେହି ସମାଗମ-ତମ୍ବୁକୁ ଆଚ୍ଛାଦନ କଲା ଓ ସଦାପ୍ରଭୁଙ୍କର ପ୍ରତାପ ଆବାସକୁ ପରିପୂର୍ଣ୍ଣ କଲା। ତହିଁରେ ମୋଶା ସମାଗମ-ତମ୍ବୁରେ ପ୍ରବେଶ କରି ପାରିଲେ ନାହିଁ, କାରଣ ମେଘ ତହିଁ ଉପରେ ଅବସ୍ଥିତି କରିଥିଲା ଓ ସଦାପ୍ରଭୁଙ୍କ ପ୍ରତାପ ଆବାସକୁ ପରିପୂର୍ଣ୍ଣ କରିଥିଲା।
Explore ମୋଶାଙ୍କ ଲିଖିତ ଦ୍ୱିତୀୟ ପୁସ୍ତକ 40:34-35