1
ଯିହିଜିକଲ ଭବିଷ୍ୟଦବକ୍ତାଙ୍କ ପୁସ୍ତକ 11:19
ଓଡିଆ ବାଇବେଲ
ORYIRV
ଆଉ, ଆମ୍ଭେ ସେମାନଙ୍କୁ ଏକ ଚିତ୍ତ ଦେବା ଓ ଆମ୍ଭେ ତୁମ୍ଭମାନଙ୍କ ଅନ୍ତରରେ ଏକ ନୂତନ ଆତ୍ମା ସ୍ଥାପନ କରିବା ଓ ଆମ୍ଭେ ସେମାନଙ୍କ ମାଂସରୁ ପ୍ରସ୍ତରମୟ ହୃଦୟ ଦୂର କରିବା ଓ ସେମାନଙ୍କୁ ମାଂସମୟ ହୃଦୟ ଦେବା।
Compare
Explore ଯିହିଜିକଲ ଭବିଷ୍ୟଦବକ୍ତାଙ୍କ ପୁସ୍ତକ 11:19
2
ଯିହିଜିକଲ ଭବିଷ୍ୟଦବକ୍ତାଙ୍କ ପୁସ୍ତକ 11:20
ତହିଁରେ ସେମାନେ ଆମ୍ଭର ବିଧିମତେ ଆଚରଣ କରିବେ ଓ ଆମ୍ଭର ନିୟମସବୁ ମାନ୍ୟ କରି ପାଳନ କରିବେ; ପୁଣି, ସେମାନେ ଆମ୍ଭର ଲୋକ ହେବେ ଓ ଆମ୍ଭେ ସେମାନଙ୍କର ପରମେଶ୍ୱର ହେବା।
Explore ଯିହିଜିକଲ ଭବିଷ୍ୟଦବକ୍ତାଙ୍କ ପୁସ୍ତକ 11:20
3
ଯିହିଜିକଲ ଭବିଷ୍ୟଦବକ୍ତାଙ୍କ ପୁସ୍ତକ 11:17
ଏଥିପାଇଁ ତୁମ୍ଭେ କୁହ, ପ୍ରଭୁ, ସଦାପ୍ରଭୁ ଏହି କଥା କହନ୍ତି; ଆମ୍ଭେ ଗୋଷ୍ଠୀଗଣ ମଧ୍ୟରୁ ତୁମ୍ଭମାନଙ୍କୁ ସଂଗ୍ରହ କରିବା ଓ ତୁମ୍ଭେମାନେ ଯେଉଁ ଯେଉଁ ସ୍ଥାନରେ ଛିନ୍ନଭିନ୍ନ ହୋଇଅଛ, ସେହିସବୁ ଦେଶରୁ ତୁମ୍ଭମାନଙ୍କୁ ଏକତ୍ର କରିବା ଓ ଇସ୍ରାଏଲ ଦେଶ ତୁମ୍ଭମାନଙ୍କୁ ଦେବା।
Explore ଯିହିଜିକଲ ଭବିଷ୍ୟଦବକ୍ତାଙ୍କ ପୁସ୍ତକ 11:17